ଭୁବନେଶ୍ଵର,୧୨।୧୦(ଏସଏସନିଉଜ)ପାକିସ୍ତାନ ଉପରେ ଆଫଗାନିସ୍ତାନ ସେନାର ଭୟଙ୍କର ଆକ୍ରମଣ ହୋଈଛି।ତାଲିବାନ୍ ଓ ପାକ୍ ସେନା ମଧ୍ୟରେ ପ୍ରବଳ ଗୁଳି ବିନିମୟ ହୋଇଛି।ଏଥିରେ ୧୨ ପାକିସ୍ତାନୀ ସୈନିକ ନିହତ ହୋଇଥିବାର ସୂଚନା ମିଲିଛି।କୁନାର ଓ ହେଲମାଣ୍ଡ ପ୍ରଦେଶ ସମେତ ଡୁରାଣ୍ଡ ସୀମାରେ ଯୁଦ୍ଧ ଜାରି ରହିଛି।ଆଫଗାନିସ୍ତାନ ସେନା କବ୍ଜାରେ ପାକିସ୍ତାନର ଅନେକ ଆଉଟପୋଷ୍ଟ ରହିଛି।ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ବିବୃତ୍ତିରେ ସୂଚନା ଦିଆଯାଇଛି।
