ପଞ୍ଚମ ମହଲାରେ ନିଆଁ

0 53

ଭୁବନେଶ୍ୱର,୨୩।୧୧(ଏସଏସନିଉଜ)ଭୁବନେଶ୍ୱର ତମାଣ୍ଡୋ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି।
ତମାଣ୍ଡୋ ପଞ୍ଚାୟତ ଅଫିସ ନିକଟରେ ଅଗ୍ନିକାଣ୍ଡ ହୋଇଛି।ପଞ୍ଚାୟତଅଫିସ ପାଖରେ ଥିବା ଏକ ଘରୋଇ କଲେଜରେ ନିଆଁ ଲାଗିଛି।କଲେଜର ପଞ୍ଚମ ମହଲାରେ ସର୍ଟସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଛି।ଅଗ୍ନିକାଣ୍ଡରେ ୨ ଜଣ ଆହତ ହୋଇଥିବାବେଳେ ସେମାନଙ୍କ ଚିକିତ୍ସା ପାଇଁ ମେଡିକାଲରେ ଭର୍ତି କରାଯାଇଛି।

Leave A Reply

Your email address will not be published.