ପରଲୋକରେ ଯୁବ କଂଗ୍ରେସ ନେତା ସଂଗ୍ରାମ କେଶରୀ ଜେନା

0 201

ଭୁବନେଶ୍ବର, ୧୯/୮(ଏସଏସନିୟୁଜ) ପୂର୍ବତନ ରାଜ୍ୟ ଯୁବ କଂଗ୍ରେସ ସଭାପତି ସଂଗ୍ରାମ କେଶରୀ ଜେନା(ବାପି)ଙ୍କ ଆଜି ସକାଳେ ପରଲୋକ ଘଟିଛି। ସେ କଟକ ଜିଲ୍ଲା କଂଗ୍ରେସର ପ୍ରଭାରୀ ଦାୟିତ୍ବ ତୁଲାଉଥିଲେ। ବାପି ହେଉଛନ୍ତି ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କ ପୁଅ । ସେ କୋଭିଡରେ ଆକ୍ରାନ୍ତ ହୋଇ କିଛି ଦିନ ଧରି ହାଇଦ୍ରାବାଦରେ ଚିକିତ୍ସାଧୀନ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୪୪ ବର୍ଷ ହୋଇଥିଲା।

Leave A Reply

Your email address will not be published.