ପାଠ୍ୟକ୍ରମରେ ସାମିଲ ହେଲା ‘ବନ୍ଦେ ଉତ୍କଳ ଜନନୀ

0 251

ଭୁବନେଶ୍ୱର,୨୩/୬(ଏସଏସନିୟୁଜ) କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ହୋଇଥିବା ବନ୍ଦେ ଉତ୍କଳ ଜନନୀ ଗୀତକୁ ଓଡ଼ିଶାର ରାଜ୍ୟ ସଂଗୀତ ଭାବେ ମାନ୍ୟତା ମିଳିଛି । ଗତବର୍ଷ ଜୁନ ୭ରେ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତାକୁ କ୍ୟାବିନେଟ୍ ଅନୁମୋଦନ ଦେଇଥିଲା । ଏବେ ସ୍କୁଲରେ ବନ୍ଦେ ଉତ୍କଳ ଜନନୀ ସଂଗୀତ ପଢ଼ାଯିବ । ନବମ ଓ ଦଶମ ଶ୍ରେଣୀରେ ପ୍ରଥମ ଭାଷା ଓଡ଼ିଆ ବିଷୟରେ ବନ୍ଦେ ଉତ୍କଳ ଜନନୀକୁ ସ୍ଥାନ ମିଳିଥିବାନେଇ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି ।

Leave A Reply

Your email address will not be published.