ପୋଲିସବାରାକରୁ ବନ୍ଧୁକ ଚୋରି !

0 51

ଭୁବନେଶ୍ୱର,୬।୩(ଏସଏସନିଉଜ)ଭୁବନେଶ୍ବର ସପ୍ତମ ବାଟାଲିଅନରୁ ବନ୍ଧୁକଚୋରି ଅଭିଯୋଗ ଆସିଛି।ରାଷ୍ଟ୍ରପତିଙ୍କ ଡ୍ୟୁଟିରେ ଥିବା ଯବାନଙ୍କ ବନ୍ଧୁକ ଚୋରି ହୋଇଥିବାର ଜଣାପଡିଛି।ଗତ ୧୦ରେ ରାଷ୍ଟ୍ରପତିଙ୍କ ଡ୍ୟୁଟି ପାଇଁ ଭୁବନେଶ୍ବର ଆସିଥିଲେ।
ରାଇଫଲ ଓ ଗୁଳି ଚୋରି ନେଇ ଥାନାରେ ଅଭିଯୋଗ ହୋଇଛି।ଅଭିଯୋଗପରେ ତଦନ୍ତ ଆରମ୍ଭ କରିଛି ପୋଲିସ।

Leave A Reply

Your email address will not be published.