ପୋଷ୍ୟ ଭାବେ ଗ୍ରହଣ କରିଲେ ବିଧାୟକ

0 496

ପାରାଦୀପ, ୧୦/୯(ଏସଏସନିୟୁଜ) ଦୁଷ୍ମନ୍ତ ଦାସଙ୍କ ପରିବାରକୁ ପୋଷ୍ୟ ଭାବେ ଗ୍ରହଣ କରିଲେ ପାରାଦୀପ ବିଧାୟକ ସମ୍ବିତ ରାଉତରାୟ। କୁଜଙ୍ଗ ଦୁଷ୍ମନ୍ତ ଦାସ ମୃତ୍ୟୁ ଘଟଣାର ବିଜେପି ସିବିଆଇ ତଦନ୍ତ ଦାବି କରିଛି ।ଅନ୍ୟପଟେ ମୃତକଙ୍କ ପରିବାରକୁ ୧ ଲକ୍ଷ ଟଙ୍କାର ସରକାରୀ ସହାୟତା ଓ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୩୦ ହଜାର ଟଙ୍କା ଦିଆଯିବା ସହ ଦୁଷ୍ମନ୍ତଙ୍କ ପତ୍ନୀଙ୍କୁ ଚାକିରି ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି।

Leave A Reply

Your email address will not be published.