ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

0 221

ଭୁବନେଶ୍ୱର,୭/୬(ଏସଏସନିୟୁଜ) ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟିକାକରଣକୁ ଜାତୀୟ ମିଶନରେ ପରିଣତ କରିଥିବାରୁ ଦେଲେ ଧନ୍ୟବାଦ। ପ୍ରତ୍ୟେକ ଲୋକଙ୍କ ଜୀବନ ମୂଲ୍ୟବାନ ବୋଲି ଟ୍ବିଟ କରି କହିଲେ ନବୀନ। ଟିକା ନ ନେବା ଯାଏ କେହି ସୁରକ୍ଷିତ ନୁହନ୍ତି ।ତେବେ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ମାଗଣାରେ ଟିକା ଯୋଗାଇଦେବା ସହ ଜୁନ ୨୧ ତାରିଖ ସୋମବାର ଠାରୁ ସମସ୍ତଙ୍କୁ ଏହି ଟିକା ଦିଆଯିବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ଘୋଷଣା କରିଛନ୍ତି । କେନ୍ଦ୍ର ତରଫରୁ ସମସ୍ତ ରାଜ୍ୟ ସରକାରଙ୍କୁ ମାଗଣାରେ ଟିକା ଯୋଗାଇବା ସହ ଟିକାପାଇଁ କିଛି ବି ଟଙ୍କା ରାଜ୍ୟ ସରକାରଙ୍କୁ ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି କହିଛନ୍ତି ।

Leave A Reply

Your email address will not be published.