ପ୍ରଣବ ପ୍ରକାଶ ହେଲେ ଓସିଏ ସଭାପତି

0 287

ଭୁବନେଶ୍ୱର,୨୧/୧୦(ଏସଏସ ନିଉଜ)ଓଡିଶା କ୍ରିକେଟ ଆସୋସିଏସନ ନିର୍ବାଚନକୁ ନେଇ ଚର୍ଚ୍ଚା ଭିତରେ ନାମାଙ୍କନ ଦାଖଲ କରିଛନ୍ତି ବିଜେଡିର ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ । ଓସିଏ ସଭାପତି ପଦ ପାଇଁ ସେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।ନାମାଙ୍କନ ଦାଖଲ ପାଇଁ ଗୋଟିଏ ଦିନ ରହିଥିବା ବେଳେ ଅନ୍ୟ କେହି ପ୍ରାର୍ଥପତ୍ର ଦାଖଲ କରିନାହାନ୍ତି । ତେଣୁ ପ୍ରଣବ ପ୍ରକାଶ ଦାସ ଏକ ପ୍ରକାର ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଆସନ୍ତା ୨୮ ତାରିଖରେ କେବଳ ବିଧିବଦ୍ଧ ଘୋଷଣା ବାକି ରହିଛି । ସେହିପରି ଉପସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ଓ ସଂପାଦକ ଭାବେ ସଂଜୟ ବେହେରା ମଧ୍ୟ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।

Leave A Reply

Your email address will not be published.