ପ୍ରସନ୍ନଙ୍କ ଘରେ ଭିଜିଲାନ୍ସ ରେଡ୍

0 476

ଭୁବନେଶ୍ୱର, ୨୮/୧୦(ଏସଏସନିୟୁଜ) ବହିଷ୍କୃତ କନଷ୍ଟେବଲ ପ୍ରସନ୍ନ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି ।ଏକକାଳିନ ୫ଟି ଘରେ ୫ଟି ଭିଜିଲାନ୍ସ ଟିମ୍ ଚଢ଼ାଉ କରୁଛି ।କଳ୍ପନା ଛକ ବାସଭବନ ଓ ଡୁମଡୁମା ସ୍ଥିତ ସ୍ପାର୍କ ଫର୍ଣ୍ଣିଚର ଗୋଦାମ, ଲିଙ୍ଗିପୁର ଶାନ୍ତିବିହାର ଫର୍ଣ୍ଣିଚର ୱାର୍କସପ୍ ଓ ପାତ୍ରପଡ଼ା ସାଉଥସିଟି ବାର୍ ଓ ଖୋର୍ଦ୍ଧା ଜିଲ୍ଲାର ନୂହାପଡ଼ା ଗାଁରେ ଥିବା ୨ ମହଲା ଘରେ ରେଡ୍ ଚାଲିଛି ।

Leave A Reply

Your email address will not be published.