ପୁଣି ୧୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

0 420

ଭୁବନେଶ୍ୱର,୮/୧(ଏସଏସନିୟୁଜ) ଶନିବାର ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଆଇଏଲଏସ୍ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି । ଏହାକୁମିଶାଇ ରାଜ୍ୟରେ ସମୁଦାୟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଁଚିଛି ।ପୂର୍ବରୁ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୬୧ ରହିଥିଲା ।

 

Leave A Reply

Your email address will not be published.