ପୁଣି ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

0 174

ଭୁବନେଶ୍ୱର,୩୦/୧୨(ଏସଏସନିୟୁଜ)ଆଜି ପୁଣି ୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୨ରୁ ୪୪ ବର୍ଷ ବୟସ ମଧ୍ୟରେ ୪ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି । ୪ ଜଣ କତାର, କଙ୍ଗୋ, ୟୁଏଇରୁ ଆସିଥିବା ଜଣାପଡିଛି ।’କିନ୍ତୁ ଜଣେ ବ୍ୟକ୍ତିଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବାବେଳେ ବ୍ୟକ୍ତି ଜଣକ ରାୟପୁର ଓ ହାଇଦ୍ରାବାଦକୁ ଯାଇଥିଲେ । ଆକ୍ରାନ୍ତ ସମସ୍ତ ୫ ଜଣଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି ।ଏହାଫଳରେ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି ।

Leave A Reply

Your email address will not be published.