ପୁଣି ୫ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ

0 80

ସୁନ୍ଦରଗଡ଼,୨୨ା୯(ଏସଏସନିଉଜ) ପ୍ରତିଦିନ ସ୍କ୍ରବ୍ ଟାଇଫସ୍ ରୋଗରେ ଆକ୍ତାନ୍ତଙ୍କ ସଂଖ୍ୟା ବଢିବାକୁ ଲାଗିଥିବା ବେଳେ ସୁନ୍ଦରଗଡ଼ଜିଲ୍ଲା ପ୍ରଶାସନ ଓ ସ୍ଵାସ୍ଥ୍ୟ ବିଭାଗ ପାଇଁ ଚିନ୍ତା ବଢାଇଛି।ପୁଣି ସୁନ୍ଦରଗଡ଼ରେ ୫ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ଜଣାଯାଇଛି। ଗତକାଲି ୪୨ଜଣଙ୍କର ପରୀକ୍ଷା କରାଯାଇଥିଲା। ସେମାନଙ୍କ ଭିତରୁ ୫ ଜଣ ସ୍କ୍ରବ୍ ଟାଇଫସ୍ ଆକ୍ରାନ୍ତ ଥିବା ଜଣାଯାଇଛି। ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସର୍ବାଧିକ ସୁନ୍ଦରଗଡ଼ରେ ୨୧୧ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

 

Leave A Reply

Your email address will not be published.