ପୁଣି ଲାଗିଲା ମାଓ ପୋଷ୍ଟର

0 162

ମାଲକାନଗିରି ,୭/୬(ଏସଏସନିଉଜ) ଚିତ୍ରକୋଣ୍ଡା ଅଂଚଳରେ ଲାଗିଲା ମାଓ ପୋଷ୍ଟର । ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ବିରୁଦ୍ଧରେ ମାଓ ପୋଷ୍ଟର ଉଲ୍ଲେଖ ରହିଛି ।ଦଣ୍ଡକାରଣ୍ୟ ଡିଭିଜନ ପକ୍ଷରୁ ଲାଗିଥିବା ଏହି ପୋଷ୍ଟର ଗୁଡିକରେ ମିତଲ କମ୍ପାନୀ ପକ୍ଷରୁ କରାଯାଉଥିବା ପାଇପ ଲାଇନ କାମକୁ ବିରୋଧ,ପୁଲିସ ଗଞ୍ଜେଇ ଗଛ କାଟିବା ଓ ଚୋରା ଚାଲାଣ ବନ୍ଦ କରିବା ନାମରେ ନିରୀହ ଆଦିବାସୀଙ୍କୁ ଅତ୍ୟାଚାର କରିବା ସାହ ଏହାକୁ ବନ୍ଦ ନ କରାଗଲେ ପ୍ରଜା କୋର୍ଟରେ ଦଣ୍ଡିତ କରି ମୃତ୍ୟୁ ଦଣ୍ଡ ଦିଆଯିବ ବୋଲି ପୋଷ୍ଟରରେ ଉଲ୍ଲେଖ କରିଛି ଲାଲବାହିନୀ ।

Leave A Reply

Your email address will not be published.