ପୁଣି କଡ଼ଲେଉଟିଲାଣି କରୋନା

0 51

ଭୁବନେଶ୍ୱର,୨୦।୧୨(ଏସଏସନିଉଜ)ଆଜି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସୁଛି ‘କୋଭିଡ୍’ ସମୀକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ ବୈଠକ।ଆଜି କୋଭିଡ୍ ସ୍ଥିତିର ସମୀକ୍ଷା କରିବେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ।
ଉଚ୍ଚସ୍ତରୀୟ ବୈଠକ ଡାକିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ।ଭିଡିଓ କନଫରେନ୍ସିଂ ଜରିଆରେ କରିବେ ସ୍ଥତିର ସମୀକ୍ଷା।ବୈଠକରେ ଯୋଗଦେବେ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ଓ ସଚିବ।
କେରଳରେ କୋଭିଡ୍ ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପରେ ସମୀକ୍ଷା ବୈଠକ ଆରମ୍ଭ ହେବାକୁ ଯାଉଛି।

Leave A Reply

Your email address will not be published.