ପୂର୍ବତନ RI ବସନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

0 358

ପୁରୀ,୨୯/୧(ଏସଏସନିୟୁଜ) ପୁରୀରେ ପୂର୍ବତନ RI ବସନ୍ତ ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରାଯାଇଛି ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ତାଙ୍କ ବାସଭବନ ଓ ଅଫିସ୍ ସମେତ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ଫ୍ରେଣ୍ଡ୍‌ସ କ୍ଲବରେ ୨ଟି ଘର, ପେଣ୍ଠକଟାରେ ଗୋଟିଏ ଘର, ବାଲିଘାଟରେ ସମ୍ପର୍କୀୟଙ୍କ ଘର, କେନ୍ଦ୍ରାପଡ଼ାରେ ପୈତୃକ ଘରେ ଚଢ଼ାଉ ଚାଲିଥିବାର ଜଣାପଡିଛି ।

Leave A Reply

Your email address will not be published.