ରାଧାରାଣୀପଣ୍ଡା ବିଜେପିିପ୍ରାର୍ଥୀ

0 324

ଭୁବନେଶ୍ୱର,୮/୫(ଏସଏସନିୟୁଜ)ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀ ଘୋଷଣା କରିଛି ।ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜେପି ।ବ୍ରଜରାଜନଗରର ପୂର୍ବତନ ବିଧାୟିକା ହେଉଛନ୍ତି ରାଧାରାଣୀ ପଣ୍ଡା ।ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ଚାରି ମେ’ରୁ ୧୧ ତାରିଖ ପର‌୍ୟ୍ୟନ୍ତ ନାମାଙ୍କନ ଦାଖଲ,୧୨ରେ ନାମାଙ୍କନ ପତ୍ର ଯାଞ୍ଚ ଏବଂ ୧୭ରେ ପ୍ରତ୍ୟାହାରରେ ଶେଷ ଦିନ, ମେ ୩୧ରେ ବ୍ରଜରାଜନଗରରେ ଭୋଟ.ଜୁନ୍ ୩ରେ ଗଣତି ଓ ଫଳାଫଳ ରହିଛି । ଗତ ବର୍ଷ ଡିସେମ୍ବର ମାସ ୩୦ ତାରିଖରେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ଦେହାନ୍ତ ପରେ ଏହି ଏହି ଆସନ ଖାଲି ପଡ଼ିଥିଲା ।

Leave A Reply

Your email address will not be published.