ରେକର୍ଡ ଭାଙ୍ଗିଲେ ଦୁତି

0 215

ଭୁବନେଶ୍ୱର,୨୧/୬(ଏସଏସନିୟୁଜ) ୧୦୦ ମିଟର ଦୌଡ଼ରେ ନୂଆ ଜାତୀୟ ରେକର୍ଡ କଲେ ଓଡିଆ ଧାବିକା ଦୂତୀ ଚାନ୍ଦ । ନିଜ ପୂର୍ବ ଜାତୀୟ ରେକର୍ଡକୁ ଭାଙ୍ଗିଛନ୍ତି ଦୂତୀ । ୧୦୦ ମିଟର ଦୌଡ଼କୁ ୧୧.୧୭ ସେକେଣ୍ଡରେ ଅତିକ୍ରମ କରି କଲେ ରେକର୍ଡ, ପୂର୍ବରୁ ଦୂତୀଙ୍କ ନାଁରେ ୧୧.୨୨ ସେକେଣ୍ଡର ରେକର୍ଡ ଥିଲା । ପଟିଆଲାରେ ଇଣ୍ଡିଆନ୍ ଗ୍ରାଣ୍ଡ ପ୍ରିରେ ନିଜ ପୂର୍ବ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି ଦୂତୀ ।

Leave A Reply

Your email address will not be published.