ସଡ଼କ ଦୁର୍ଘଟଣାରେ ୭ମୃତ

ଯାଜପୁର,୨୫।୨(ଏସଏସ ନିଉଜ)ଚଣ୍ଡିଖୋଲ ନେଉଳ ପୁରରେ ସଡ଼କ ଦୁର୍ଘଟଣାରେ ୭ଜଣଙ୍କର ମୃତୁ ଘଟିଛି। ନେଉଳପୁରସ୍ଥିତ ସେଣ୍ଟ୍ରାଲ ବ୍ୟାଙ୍କ ନିକଟ NH-16ରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଧକ୍କାଦେଇଛି କୋଲକାତା ପଟୁ ଆସୁଥିବା ଏକ ଟ୍ରକ୍ ।ଖବର ପାଇ ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ଦୁର୍ଘଟଣା ସ୍ଥଳରେ ଧର୍ମଶାଳା ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

- Advertisement -

Leave A Reply

Your email address will not be published.