ସନ୍ଦେହ ଘେରରେ ଡିଜେ ଆଜେକ୍ସ ମୃତୁ

0 133

ଭୁବନେଶ୍ୱର,୧୯।୩(ଏସଏସ ନିଉଜ)ଡିଜେ ଆଜେକ୍ସ ଅକ୍ଷୟ କୁମାରଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି।ମୃତଦେହ କ୍ୟାପିଟାଲ ହସ୍ପିଟାଲ ଶବାଗାରରେ ରହିଛି।କିପରି ମୃତ୍ୟୁ ହେଲା ତାହା ଅସ୍ପଷ୍ଟ ରହିଥିବାବେଳେ ପୋଲିସର ଖୋଳତାଡ଼ ଆରମ୍ଭ ହୋଇଛି।ଏହାରିଭିତରେ ଡିଜେ ଆଜେକ୍ସଙ୍କ ମୃତ୍ୟୁରେ ସାମ୍ନାକୁ ଆସିଛି ଜଣେ ଯୁବତୀଙ୍କ ଫଟୋ lଯାହାକୁ ନେଇ ସନ୍ଦେହ ବଢିଯାଇଛି।ଏ ଯୁବତୀ ଜଣକ କିଏ ଓ ଅକ୍ଷୟଙ୍କ ସହ ତାଙ୍କ ସମ୍ପର୍କ କ’ଣ ତାହାକୁ ନେଇ ବଢ଼ିଛି ସନ୍ଦେହ l

Leave A Reply

Your email address will not be published.