ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ!

ଭୁବନେଶ୍ୱର,୨୪।୭(ଏସଏସନିଉଜ)ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଥିଲେ ଅମରେଶ।ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆସିଛି।ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ଅଭିଯୋଗ ହୋଇଛି।୨୦୨୩ରୁ ସମ୍ପର୍କ ରଖିଥିବା ନେଇ ଲକ୍ଷ୍ମୀସାଗର ଥାନାରେ ଅଭିଯୋଗ ହୋଇଛି।ନାବାଳିକା ଥିଲି ବୋଲି ପୀଡ଼ିତା ଏତଲାରେ ଦର୍ଶାଇଲେ।
କାର୍ଯ୍ୟାନୁଷ୍ଠାନ ନହେଲେ ଆତ୍ମାହୁତି ଦେବି ବୋଲି ଲେଖିଲେ।ମାମଲା ରୁଜୁ କରି ପୀଡ଼ିତାଙ୍କ ବୟାନ ରେକର୍ଡ କଲା ପୋଲିସ।ଡାକ୍ତରୀମାଇନା ପାଇଁ ପୀଡ଼ିତାଙ୍କୁ କ୍ୟାପିଟାଲ୍‌ ହସ୍ପିଟାଲ୍‌କୁ ପଠାଇଲା।
ପୀଡ଼ିତାଙ୍କ ଅଭିଯୋଗ ନେଇ ଅମରେଶଙ୍କ ପ୍ରତିକ୍ରିୟା ମିଳିପାରିନି।

- Advertisement -

Leave A Reply

Your email address will not be published.