ସମୀକ୍ଷା କାଲେ 5T ସଚିବ

0 168

 

ଭୁବନେଶ୍ୱର,୧୮/୯(ଏସଏସ ନିଉଜ)ଭୁବନେଶ୍ୱର ସ୍ଥ ବରମୁଣ୍ଡା inter state bus terminal ରାଜ୍ୟର ବ୍ୟସ୍ତ ବସ terminnal.ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳ କୁ ଶହ ଶହ ବସ ଚଳା ଚଳ କରିଥାଏ।ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତା କୁ ଦୃଷ୍ଟିରେ ରଖି 5T ଉପକ୍ରମରେ ଏହି ବସ terminal ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ନିର୍ଦେଶ ଅନୁଯାୟୀ କାମ ଚାଲିଚ୍ଛି ।ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦେଶ ରେ ମୁଖ୍ୟମନ୍ତ୍ରୀ ଙ୍କ ସଚିବ ( 5T )  ଭିକେ ପାଣ୍ଡିଆନ ଆଜି ଅପରାହ୍ନରେ BDA ଉପାଧ୍ୟାକ୍ଷ ଶ୍ରୀ ସଞ୍ଜୟ ସିଂହଙ୍କ ସହ ବରମୁଣ୍ଡା ଯାଇ ISBT ଓ ବସ ଡିପୋ କାମର ଅଗ୍ରଗତି ସମୀକ୍ଷା କରିଥିଲେ . ଆସନ୍ତା ମାର୍ଚ୍ଚ 2023 ସୁଦ୍ଧା ISBT କାମ ଶେଷ କରିବାକୁ ସେ ନିର୍ଦେଶ ଦେଇଥିଲେ।ଵସ ଡିପୋ କାମ ସମ୍ପୂର୍ଣ୍ଣ ହୋଇଥିବା ବେଳେ ISBT କାମ ର ଅଗ୍ରଗତି ସନ୍ତୋଷ ଜନକ ରହିଁଛି।ଯାତ୍ରୀଙ୍କ ସୁବିଧା କୁ ଦୃଷ୍ଟିରେ ରଖି 180 କୋଟି ଟଙ୍କା ବ୍ୟୟ ରେ 11.48 ଏକର ଜମି ଉପରେ ନିର୍ମିତ ISBT ବରମୁଣ୍ଡା ରେ ପାର୍କିଙ୍ଗ ATM, food court,shop restaurant, commercial space ଅତ୍ୟାଧୁନିକ ବ୍ୟବସ୍ଥା କରାଯାଉଛି . ସେଠାରୁ ଶହେ ରୁ ଅଧିକ ଵସ ଚଳାଚଳ ର ବ୍ୟବସ୍ଥା କରାଯାଇଛି

Leave A Reply

Your email address will not be published.