ଶପଥ ନେଲେ ଭୂପେନ୍ଦ୍ର ପଟେଲ !

0 135

ଭୁବନେଶ୍ୱର,୧୨/୧୨(ଏସଏସ ନିଉଜ)୨ୟଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥନେଲେ ଭୂପେନ୍ଦ୍ର ପଟେଲ। ଗୁଜରାଟରେ ବିଜେପିର ରେକର୍ଡ ବିଜୟ ପରେ ଶପଥ ନେଲେ। ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପସ୍ଥିତ ଥିଲେ।ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସ୍ୱରାଷ୍ଟ୍ର ମନ୍ତ୍ରୀ ଶାହା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା , ବିଜେପି ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀ ସାମିଲ ହୋଇଥିଲେ ।

Leave A Reply

Your email address will not be published.