ଶପଥ ନେଲେ ରୁଦ୍ର ମହାରଥୀ

0 494

ଭୁବନେଶ୍ୱର, ୫/୧୦(ଏସ ଏସ ନିୟୁଜ) ଶପଥ ନେଲେ ରୁଦ୍ର ମହାରଥୀ ।ପିପିଲି ଉପ-ନିର୍ବାଚନରେ ବିପୁଳ ମାତ୍ରାରେ ବିଜୟୀ ହେବା ପରେ ଆଜି ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି । ବାଚସ୍ପତି ସୂର‌୍ୟ୍ୟ ନାରାୟଣ ପାତ୍ର ବିଧାନସଭାରେ ରୁଦ୍ରଙ୍କୁ ଶପଥପାଠ କରାଇଛନ୍ତି ।ପିପିଲି ଉପନିର୍ବାଚନରେ ବିଜୟୀ ହେବା ପରେ ଆଦି ବିଧିବଦ୍ଧ ଭାବେ ସେ ଶପଥ ଗ୍ରହଣ କରିଛନ୍ତି । ପ୍ରାୟ ୨୦ ହଜାର ଭୋଟରେ ବିଜେପି ପ୍ରାର୍ଥୀଙ୍କୁ ହରାଇ ପିପିଲିରେ ରୁଦ୍ର ବିଜୟୀ ହୋଇଛନ୍ତି ।

Leave A Reply

Your email address will not be published.