ଶପଥ ନେଲେ ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି

0 163

ଭୁବନେଶ୍ୱର,୪/୭(ଏସଏସନିୟୁଜ) ଉତ୍ତରାଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ପୁଷ୍କର ସିଂ ଧାମି ରବିବାର ଶପଥ ଗ୍ରହଣ କରିଛନ୍ତି । ଉତ୍ତରାଖଣ୍ଡର ୧୧ତମ ମୁଖ୍ୟମନ୍ତ୍ରୀ ଭାବେ ରାଜ୍ୟପାଳ ବେବି ରାଣୀ ମୌର୍ୟ୍ୟ ତାଙ୍କୁ ପଦ ଓ ଗୋପନୀୟତାର ଶପଥପାଠ ଡେରାଡୁନସ୍ଥିତ ରାଜଭବନଠାରେ କରାଇଥିଲେ । ନୂଆ ରାଜ୍ୟ କ୍ୟାବିନେଟରେ ସତପାଲ ମହାରାଜ, ହରକ ସିଂ ରାଓ୍ବତ, ବଂଶୀଧର ଭଗତ, ୟସପାଲ ଆର୍ୟ୍ୟ , ବିଶନ ସିଂ ଚୌପାଲ, ସୁବୋଧ ଉନିଆଲ, ଅରବିନ୍ଦ ପାଣ୍ଡେ, ଧବନ ସିଂ ରାଓ୍ବତ, ରେଖା ଆର‌୍ୟ୍ୟ ଓ ୟତିସ୍ବରାନନ୍ଦ ମନ୍ତ୍ରୀଭାବେ ମଧ୍ୟ ଶପଥ ଗ୍ରହଣ କରିଛନ୍ତି ।

Leave A Reply

Your email address will not be published.