ଶପଥନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

0 51

ଭୁବନେଶ୍ୱର,୭ା୨(ଏସଏସନିଉଜ) ଆଜି ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ରାଜ୍ୟପାଳ ରଘୁବର ଦାସ କରାଇଲେ ଶପଥ ପାଠାଦିନ ୧୦ଟାରେ ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଆଜି ଶପଥ ପାଠ କରାଇଛନ୍ତି । ମୁଖ୍ୟ ଶାସନସଚିବ , ପୋଲିସ ଡିଜିଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଶପଥଉସ୍ବସମାରୋହରେ ସାମିଲହୋଇଥିଲେ ।ପାଟନା ହାଇକୋର୍ଟର ବିଚାରପତି ଦାୟିତ୍ୱ ତୁଳାଇବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହଙ୍କୁ ନିଯୁକ୍ତି ମିଳିଛି। ସୁପ୍ରିମକୋର୍ଟ କଲେଜିଏମଙ୍କ ସୁପାରିସ ପରେ ଓଡିଶା ହାଇକୋର୍ଟରେ ଜଷ୍ଟିସ ଚକ୍ରଧାରୀ ଶରନ ସିଂହ ନିଯୁକ୍ତି ମିଳିଛି। ବର୍ତମାନ ଜଷ୍ଟିସ୍ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀମୁଖ୍ୟ ବିଚାରପତି ଭାବେ ଦାୟିତ୍ୱରେ ଅଛନ୍ତି ।

Leave A Reply

Your email address will not be published.