ସ୍କୁଲକର୍ମଚାରୀଙ୍କୁ ମିଳିବ ସାମୟିକଛୁଟି

0 51

ଭୁବନେଶ୍ୱର,୧୦।୩(ଏସଏସନିଉଜ)ଅନୁଦାନପ୍ରାପ୍ତ ସ୍କୁଲ କର୍ମଚାରୀଙ୍କୁ ମିଳିବ ୧୫ଦିନର ସାମୟିକ ଛୁଟି।ଶିକ୍ଷକ ଓ ଅଣଶିକ୍ଷକଙ୍କୁ ବର୍ଷକୁ ମିଳିବ ୧୫ ଦିନର ସାମୟିକ ଛୁଟି।ମହିଳାକର୍ମଚାରୀଙ୍କୁ ମିଳିବ ୧୮୦ ଦିନର ସବୈତନିକ ମାତୃତ୍ୱ ଛୁଟି ବୋଲି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ।
ଏହାଦ୍ୱାରା ୩୩ହଜାର ୪୨୦ଶିକ୍ଷକ ଓ ଅଣଶିକ୍ଷକ ଉପକୃତ ହେବେ ବୋଲି ଜଣାପଡିଛି।

Leave A Reply

Your email address will not be published.