ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

0 194

ଭୁବନେଶ୍ୱର,୫/୧୦(ଏସଏସ ନିଉଜ)ସେନାହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି।ଫଳରେ ପାଇଲଟ୍ ମୃତୁବରଣ କରିଛି।
ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଅରୁଣାଚଳ ପ୍ରଦେଶ ତଓ୍ୱାଙ୍ଗ ନିକଟରେ ହୋଇଛି ।ଫଳରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଥିବାର ସୂଚନା ମିଳିଛି ।

Leave A Reply

Your email address will not be published.