ସେପ୍ଟେମ୍ବର ପହିଲାରୁ ବିଧାନସଭାର ମୌସୁମୀ ଅଧିବେଶନ

0 151

ଭୁୁବନେଶ୍ୱର,୧୬/୮(ଏସଏସନିୟୁଜ) ସେପ୍ଟେମ୍ବର ୧ରୁ ସେପ୍ଟେମ୍ବର ୯ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ୯ ଦିନରୁ ୮ ଦିନ କାର୍ଯ୍ୟଦିବସ ରହିବ । ୮ ଦିନରୁ ୭ ଦିନ ଅଫିସିଆଲ ବିଜନେସ ଓ ଗୋଟିଏ ଦିନ ଅଥାର୍ତ ୩ ସେପ୍ଟେମ୍ବର ପ୍ରାଇଭେଟ ମେମ୍ବର୍ସ ବିଜନେଓ ପାଇଁ ଧାର୍ଯ୍ୟ ହୋଇଛି । ଷୋଡଶ ବିଧାନସଭାର ସପ୍ତମ ଅଧିବେଶନ ନେଇ ସୋମବାର ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

 

Leave A Reply

Your email address will not be published.