ସିନ୍ଧୁଙ୍କୁ ଶୁଭେଚ୍ଛା

0 302

ଭୁବନେଶ୍ୱର,୧/୮(ଏସଏସନିୟୁଜ)ଟୋକିଓ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଲେ ପିଭି ସିନ୍ଧୁ । ମହିଳା ସିଙ୍ଗଲ୍ସରେ ଚୀନ୍ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇଲେ । ହେ ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨-୦ ସେଟରେ ହରାଇବାପରେ ସିନ୍ଧୁଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave A Reply

Your email address will not be published.