ଶିକ୍ଷକଙ୍କୁ ସରକାରଙ୍କ ନାଲିଆଖି

0 71

ଭୁବନେଶ୍ୱର,୧୪।୯(ଏସଏସନିଉଜ)ଆନ୍ଦୋଳନ ବନ୍ଦ କରି କାର୍ଯ୍ୟରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି।ସବୁ DEO, BEOଙ୍କୁ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ ଚିଠି ଦିଆଯାଇଛି।ବର୍ଷକୁ ୨୨୦ଦିନ ସ୍କୁଲ ଆସିବା ଶିକ୍ଷକଙ୍କ ପାଇଁ ବାଧ୍ୟତାମୂଳକ ରହିଛି।ଏହା ପୂରଣ ନହେଲେ ପରବର୍ତ୍ତୀ ସମୟରେ ଶିକ୍ଷକମାନେ ଭରଣା କରିବେ ବୋଲି କୁହାଯାଇଛି।ଶିକ୍ଷକଙ୍କ ଦାବି ସମ୍ପର୍କରେ ଆଲୋଚନା ଚାଲିଥିବା ଚିଠିରେ ଉଲ୍ଲେଖ କରାଯାଇଛି।

Leave A Reply

Your email address will not be published.