ସୋମବାର ବନ୍ଦ ରହିବ ନନ୍ଦନକାନନ

0 562

ବାରଙ୍ଗ୨/୯(ଏସଏସନିୟୁଜ)ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ଼ଲାଇନକୁ ଦୃଷ୍ଟିରେ ରଖି ପ୍ରତି ସପ୍ତାହରେ ମଙ୍ଗଳବାର ଠାରୁ ରବିବାର ପର୍ଯ୍ୟନ୍ତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ।ପୂର୍ବଭଳି ସୋମବାର ପ୍ରାଣୀ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ।ପରବର୍ତୀ ନିର୍ଦ୍ଦେଶ ମିଳିବା ପର୍ଯ୍ୟନ୍ତ ସକାଳ ସାଢେ ୭ ଘଟିକା ଠାରୁ ଅପରାହ୍ନ ସାଢେ ୫ ଘଟିକା ପର୍ଯ୍ୟନ୍ତ ପ୍ରାଣୀ ଉଦ୍ୟାନ ଖୋଲା ରହିବ ବୋଲି ନନ୍ଦନକାନନ ଉପ ନିର୍ଦ୍ଦେଶକ ସଞ୍ଜିତ କୁମାର ସୂଚନା ଦେଇଛନ୍ତି।

Leave A Reply

Your email address will not be published.