ସୋମବାର ଠାରୁ ଶ୍ରୀମନ୍ଦିର ବନ୍ଦ

0 241

ଭୁବନେଶ୍ୱର,୭/୧(ଏସଏସନିୟୁଜ) ଆସନ୍ତା ସୋମବାର ଠାରୁ ଜାନୁଆରୀ ୩୧ ତାରିଖ ପର୍ଯ୍ୟନ୍ତ ସାଧାରଣ ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ବନ୍ଦ ରହିଛି । କରୋନା ସଂକ୍ରମଣ ବଢୁଥିବାରୁ ସେବାୟତ ଓ ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଆଜି ଅନୁଷ୍ଠିତ ଛତିଶାନିଯୋଗ ବୈଠକରେ ଏଭଳି ନିଷ୍ପତି ନିଆଯାଇଥିବାନେଇ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି ।ପ୍ରକାସଥାଉକି,ଶ୍ରୀମନ୍ଦିର ପ୍ରଶାସନର କିଛି କର୍ମଚାରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.