ସୃଷ୍ଟି ହେଲା ଲଘୁଚାପ

0 127

ଭୁବନେଶ୍ୱର,୧୮/୮(ଏସଏସନିଉଜ) ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୧୨ ଘଣ୍ଟାରେ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ୨୪ ଘଣ୍ଟାରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି ।

 

Leave A Reply

Your email address will not be published.