ସୃଷ୍ଟି ହେଲା ଲଘୁଚାପ

0 163

ଭୁବନେଶ୍ୱର,୮/୯(ଏସଏସନିଉଜ)ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ରାପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ।ଘନୀଭୂତ ହୋଇ ପରବର୍ତ୍ତୀ ୪୮ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ ସମ୍ଭାବନା ରହିଛି ।ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି ।

 

Leave A Reply

Your email address will not be published.