ଷ୍ଟ୍ରାଇକରୁ ଓହରିଲେ ରାଜ୍ୟ ଡ୍ରାଇଭର ସଂଘ

0 104

ଭୁବନେଶ୍ୱର,୬ା୧(ଏସଏସନିଉଜ) ଆନ୍ଦୋଳନରୁ ଓହରିଛନ୍ତି ରାଜ୍ୟ ଡ୍ରାଇଭର ସଂଘ । ଏ ନେଇ ଡ୍ରାଇଭର ସଂଘ ପକ୍ଷରୁ ସୁଚନା ଦିଆଯାଇଛି ।ରାଜ୍ୟ ସରକାରଙ୍କ ସହ ଆଲୋଚନା ପରେ ଅନ୍ଦୋଳନରୁ ଓହରିଛି ରାଜ୍ୟ ଡ୍ରାଇଭର ସଂଘ । ଏଥିନିମନ୍ତେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନରୁ ଓହରିବାକୁ ଆହ୍ୱାନ ଦେଇଛନ୍ତିସଭାପତି ପ୍ରଶାନ୍ତ ମେଣ୍ଡୁଲି ।ସେ କହିଛନ୍ତି ରାଜ୍ୟ ସରକାର ଆମ ଦାବି ଶୁଣିଛନ୍ତି, ତେଣୁ ଆନ୍ଦୋଳନରୁ ଓହରିଲୁ । ସୋମବାର କେନ୍ଦ୍ର ଆଇନ ବିଷୟରେ ଆଲୋଚନା କରିବୁ । ଅନ୍ୟ ୨୮ ରାଜ୍ୟ ଆନ୍ଦୋଳନରେ ସାମିଲ ନଥିବାରୁ ଓହରିବାକୁ ନିଷ୍ପତ୍ତି ନେଇଛୁ ବୋଲି କହିଛନ୍ତି ।

Leave A Reply

Your email address will not be published.