ଶୁଭାରମ୍ଭହେଲା ଡୋରଷ୍ଟେପ୍ ଅକ୍ସିଜେନ କନସନଟ୍ରେଟର ସେବା

0 147

ଭୁବନେଶ୍ୱର,୭/୬(ଏସଏସନିୟୁଜ) ଘରେ ଅକ୍ସିଜେନ କନସେନଟ୍ରେଟର ପହଞ୍ଚାଇବା ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର ।ପ୍ରାଥମିକ ପର୍ଯ୍ୟାୟରେ ୫ଟିସହର ଭୁବନେଶ୍ବର, ବ୍ରହ୍ମପୁର, କଟକ, ରାଉରକେଲା ଏବଂ ସମ୍ବଲପୁର ପାଇଁ ଏହି ବ୍ୟବସ୍ଥାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟର ସାଧାରଣ ଜନତାଙ୍କର ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି ଓ କୋଭିଡ ସଂକ୍ରମିତଙ୍କ ଚିକିତ୍ସା ସୁବିଧା ପାଇଁ ରାଜ୍ୟ ସରକାର ଡୋରଷ୍ଟେପ ଅକ୍ସିଜେନ ସେବା ଆରମ୍ଭ କରିଛନ୍ତି ।ଏଣିକି ଏହି ୫ଟି ସହରରେ ଘରେ ପହଞ୍ଚିବ ଅକ୍ସିଜେନ୍ ।

Leave A Reply

Your email address will not be published.