ସୁସ୍ଥ ହେଲେ ୧୪୦୯

0 240

ଭୁବନେଶ୍ୱର ,୪/୮(ଏସ୍‌.ଏସ୍‌.ନିୟୁଜ) ୧୪୦୯ ଜଣ  କରୋନା ଆକ୍ରାନ୍ତ ସୁସ୍ଥ ହୋଇ ରାଜ୍ୟରେ ରେକର୍ଡ ସୃଷ୍ଟି କରିଛି ।ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୫୮ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୧୮, ରାୟଗଡ଼ାରୁ ୧୨୮, ସୁନ୍ଦରଗଡ଼ରୁ ୧୨୨, ପୁରୀରୁ ୧୨୧, ଗଜପତିରୁ ୧୨୦, କୋରାପୁଟରୁ ୮୪, କଟକରୁ ୬୮, ବାଲେଶ୍ୱରରୁ ୫୮, ନବରଙ୍ଗପୁରରୁ ୩୪, କନ୍ଧମାଳରୁ ୩୦, ଯାଜପୁରରୁ ୨୫, ମାଲକାନଗିରିରୁ ୨୪, କେନ୍ଦୁଝରରୁ ୧୯, ବଲାଙ୍ଗିରରୁ ୧୬, ବରଗଡ଼ ଓ କେନ୍ଦ୍ରାପଡ଼ାରୁ ୧୨ ଲେଖାଏଁ, ଝାରସୁଗୁଡ଼ାରୁ ୧୧, ନୟାଗଡ଼ରୁ ୧୦, ବୌଦ୍ଧରୁ ୯, ନୂଆପଡ଼ାରୁ ୮, ମୟୂରଭଞ୍ଜରୁ ୭, ଢେଙ୍କାନାଳରୁ ୫, ଭଦ୍ରକରୁ ୪, ଅନୁଗୁଳ ଓ ଜଗତସିଂହପୁରରୁ ୨ ଲେଖାଏଁ, ଏବଂ ଦେବଗଡ଼ ଓ କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଆଜି ପର୍ଯ୍ୟନ୍ତ ରାଜ୍ୟରେ ୨୪,୪୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି ।

Leave A Reply

Your email address will not be published.