ସ୍ୱାଭାବିକ ହେଲା ଟ୍ରେନ୍ ଚଳାଚଳ

0 100

ଭୁବନେଶ୍ୱର,୨୨/୧୧(ଏସଏସନିଉଜ)କୋରେଇ ଷ୍ଟେସନରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ ହୋଇଛି ।୧୫ ଘଣ୍ଟାର ଉଦ୍ଧାର କାର୍ଯ୍ୟ ପରେ ସ୍ୱାଭାବିକ ହୋଇଛି ଟ୍ରେନ୍ ଚଳାଚଳ। ଅପ୍ ଏବଂ ଡାଉନ୍ ଉଭୟ ଲାଇନରେ ଚଳାଚଳ କରୁଛି ଟ୍ରେନ୍ା

Leave A Reply

Your email address will not be published.