ସ୍ୱାସ୍ଥ୍ୟ ବିଭାଗର ନଜରରେ ରହିବ ପାର୍ବଣ ଭିଡ଼

0 428

ଭୁବନେଶ୍ବର, ୨/୧୦(ଏସଏସନିୟୁଜ) ପାର୍ବଣରେ ଭିଡ଼ ବଢିଲେ ସଂକ୍ରମଣ ବଢିପାରେ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି ପୂର୍ବ ଗାଇଡଲାଇନକୁ କଡାକଡି ପାଳନ କରିବା ପାଇଁ ଗୃହ ବିଭାଗ ଗୁରୁତ୍ୱ ଦେଇଛି। ଯେଉଁ ଅଞ୍ଚଳରେ ସଂକ୍ରମଣ ବଢ଼ିବ ସେଠାରେ ପୁଣି କଣ୍ଟେନମେଣ୍ଟ ଓ ମାଇକ୍ରୋକଣ୍ଟେନମେଣ୍ଟ କରାଯିବ। ସପିଂ ସମୟରେ ଭିଡ଼କୁ ଏଡ଼ାଇବା ପାଇଁ ସ୍ୱତନ୍ତ୍ର ସ୍କ୍ୱାର୍ଡର ନଜର ରହିବ। ଲୋକମାନେ ଅଧିକ ସତର୍କ ଓ ସଚେତନ ରହିବା ଆବଶ୍ୟକ ବୋଲି କହିଛନ୍ତି ମହାପାତ୍ର ।

Leave A Reply

Your email address will not be published.