ନୟାଗଡ଼,୩।୭(ଏସଏସନିଉଜ) ବିଳମ୍ବିତ ରାତିରେ ଖଣ୍ଡପଡ଼ା ତହସିଲଦାର ଧୋବେଇ ନାୟକଙ୍କ ଘରେ ରେଡ୍ ହୋଇଛି। ତହସିଲର ଜଣେ କର୍ମଚାରୀଙ୍କୁ ଗିରଫ ପରେ ଚାଲିଛି ରେଡ୍।କିନ୍ତୁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ତହସିଲ କର୍ମଚାରୀ ଧରାପଡ଼ିଥିଲେ।

Prev Post
Next Post