ଟ୍ରାଫିକ ବ୍ୟବସ୍ଥାର ସ୍ଥିତି ଅନୁଧ୍ୟାନ କଲେ 5T ସଚିବ

0 239

ଭୁବନେଶ୍ୱର,୧୦/୮(ଏସଏସନିଉଜ) ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟାର ସମାଧାନ ପାଇଁ ସ୍ଥିତି ଅନୁଧ୍ୟାନ କଲେ 5T ସଚିବ । ଏହାସହ ଟ୍ରାଫିକ ବ୍ୟବସ୍ଥାର ସ୍ଥିତି ମଧ୍ୟଅନୁଧ୍ୟାନ କରିଥିଲେ । । ମୁଖ୍ୟମନ୍ତ୍ରୀ ନବୀନଙ୍କ ନିର୍ଦ୍ଦେଶ କ୍ରମେ ଆଜି ସକାଳୁ ଶିଶୁ ଭବନ ଚ୍ଛକ, ରବି ଟକିଜ ଛକ, କଳ୍ପନା ଚ୍ଛକ, ବେହେରା ସାହି ଛକ, ରସୁଲଗଡ ଚ୍ଛକ, ଓ ଆଇଗିଣିଆ ଚ୍ଛକରେ ଟ୍ରାଫିକ ସ୍ଥିତି ଅନୁଧ୍ୟାନ କରିଛନ୍ତି 5T ସଚିବ ଭି.କେ ପାଣ୍ଡିଆନ । ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ , ଭୁବନେଶ୍ବର ମହାନଗର ନିଗମ କମିଶନର ବିଜୟ ଅମୃତ କୁଲାଙ୍ଗେ , ଭୁବନେଶ୍ବର ଡିସିପି ପ୍ରତୀକ ସିଂ , ପୂର୍ତ୍ତ ସଚିବ ଭି ଭି ଯାଦବ ପ୍ରମୁଖ ଉପସ୍ଥିତ ଥିଲେ ।

 

Leave A Reply

Your email address will not be published.