ଉଦ୍‌ଯାପିତ ହେଲା କଟକର ଐତିହାସିକ ବାଲିଯାତ୍ରା

0 120

କଟକ,୧୭/୧୧(ଏସଏସ ନିଉଜ)ବାଲିଯାତ୍ରାର ଶେଷ ରାତ୍ରୀରେ ବି ପ୍ରବଳ ଭିଡ।କଟକର ତଳ ଓ ଉପର ବାଲିଯାତ୍ରା ପଡିଆରେ ପଡିଥିବା ୪୨୦ଟି ଷ୍ଟଲରେ ହୋଇଛି ଜବରଦସ୍ତ ବେପାର । ୧୦ ଦିନରେ ପାଖାପାଖି ୨ ଶହ କୋଟିର ହୋଇଛି ବିଜନେସ୍ ।
ବେପାର ଓ ଗହଳିରେ ବାଲିଯାତ୍ରାର ରେକର୍ଡ଼ ସୃଷ୍ଟି ହୋଇଛି । ଆକର୍ଷଣୀୟ ଲେଜର ସୋ ତାସାଙ୍ଗକୁବଲିଉଡ ଓ ଓଲିଉଡ୍ କଳାକାରଙ୍କୁ ନେଇ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ବି ସାଜିଥିଲା ବାଲିଯାତ୍ରାର ଆକର୍ଷଣ । ଏଥର ବାଲିଯାତ୍ରାକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଆହ୍ୱାନ ଦିଆଯାଇଥିଲା । ଏଥରର ବାଲିଯାତ୍ରା ଆୟୋଜନ ଅଧିକ ଶୃଙ୍ଖଳିତ ହୋଇଥିବା ଜଣାପଡିଛି।

Leave A Reply

Your email address will not be published.