ଉଇସ କଲେ ସାଂସଦ ଅନୁଭବ

0 278

ଭୁବନେଶ୍ୱର,୭/୮(ଏସଏସନିୟୁଜ) ଆଜି ବର୍ଷାଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଶୁଭେଚ୍ଛା ଜଣାଇ ସୋସିଆଲ ମିଡିଆରେ ବର୍ଷାଙ୍କ ଉଦ୍ଦେଶ୍ୟରେ ଏକ ପୋଷ୍ଟ ବି କରିଛନ୍ତି। ସେ ଲେଖିଛନ୍ତି ଯେ, ଆମେ ଦୁହେଁ ଭଲ ସ୍ୱାମୀ-ସ୍ତ୍ରୀ ହୋଇପାରିଲୁନି ସତ କିନ୍ତୁ ଉଭୟେ ଚିର ଦିନ ପାଇଁ ଉତ୍ତମ ବନ୍ଧୁ ହୋଇ ରହିପାରିବୁ । ମୋର ପରିବାର, ଶୁଭେଚ୍ଛୁକ, ସମର୍ଥକଙ୍କ ପକ୍ଷରୁ ଆପଣଙ୍କୁ ଜନ୍ମଦିନ ଅବସରେ ଶୁଭେଚ୍ଛା। ମହାପ୍ରଭୁ ଜଗନ୍ନାଥ ଆପଣଙ୍କୁ ଆଶୀର୍ବାଦ କରନ୍ତୁ ଓ ଉତ୍ତମ ସ୍ୱାସ୍ଥ୍ୟ, ସଫଳତା ଓ ସମୃଦ୍ଧିର କାମନା କରିଛନ୍ତି ଅନୁଭବ। ଏହି ବନ୍ଧୁତ୍ୱଭରା ପୋଷ୍ଟକୁ ପୁଣି ଦୁଇ ପ୍ରେମପକ୍ଷୀ ଏକାଠି ହେବା ଓ ଭାଙ୍ଗି ଯାଇଥିବା ସମ୍ପର୍କ ପୁଣି ଥରେ ଯୋଡ଼ି ହେବା ନେଇ ଚର୍ଚ୍ଚା ହେଉଛି।

Leave A Reply

Your email address will not be published.