ବଢ଼ିଲା ୨ହଜାରଟଙ୍କିଆ ନୋଟବଦଳ ଅବଧି

0 90

ଭୁବନେଶ୍ୱର,୩୦ା୯(ଏସଏସନିଉଜ) ବଢ଼ିଲା ୨ହଜାର ଟଙ୍କିଆ ନୋଟ ବଦଳ ଅବଧି ।ଅକ୍ଟୋବର ୭ ଯାଏ ନୋଟ ବଦଳାଇ ପାରିବେ ଲୋକୋବ୍ୟାଙ୍କରେ ୨ ହଜାର ଟଙ୍କିଆ ନୋଟ ବଦଳ କରିହେବାଆଜି ସରୁଥିଲା ୨ ହଜାର ଟଙ୍କିଆ ନୋଟ ବଦଳ ଅବଧିାସପ୍ତାହେ ବଦଳ ଅବଧି ବଢ଼ାଇଲା ଭାରତୀୟ ରିଜର୍ଭ ବ୍ୟାଙ୍କା
୭ ପରେ ୨ ହଜାର ଟଙ୍କିଆ ନୋଟ ଏକ କାଗଜ ଖଣ୍ଡରେ ପରିଣତ ହେବାକୁ ଯାଉଛି ।

Leave A Reply

Your email address will not be published.