ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର

0 116

ସୁନ୍ଦରଗଡ଼,୨୧/୯(ଏସ ଏସ ନିଉଜ)ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହିଉଛି।ଟାଙ୍ଗରପାଲି ଅତିରିକ୍ତ ତହସି ଲଦାର କୁଳମଣି ପଟେଲଙ୍କ ଘରେ ରେଡ୍ ହୋଇଛି।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଚଢ଼ାଉ ହୋଇଛି।ଡୁମାବାହାଲ , ଲେଫ୍ରିପଡ଼ା ଓ ସୁନ୍ଦରଗଡ଼ର ୮ଟି ସ୍ଥାନରେ ଚଢ଼ାଉ ଜାରି ରହିଛି।

Leave A Reply

Your email address will not be published.