ଭିଜିଲାନ୍ସ ହାତରେ ଧରାପଡିଲେ

ଉମରକୋଟର ଅତିରିକ୍ତ ଥାନା ଅଧିକାରୀ

0 319

ନବରଙ୍ଗପୁର,୧୧/୭(ଏସଏସନିଉଜ)ଏକ ଘରୋଇ ବିବାଦ ମାମଲାର ରଫାଦଫା କରିବାକୁ ଉମରକୋଟ ଅତିରିକ୍ତ ଥାନା ଅଧିକାରୀ ଲିମରାଜ ପ୍ରଧାନ ୨୦ ହଜାର ଟଙ୍କା ନେବା ସମୟରେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ନଳିନୀକାନ୍ତ ନାୟକଙ୍କ ଅଭିଯୋଗ କ୍ରମେ ଭିଜିଲାନ୍ସ ଟିମ୍ ରାତି ୧୧ ଟା ସମୟରେ ଲାଞ୍ଚ। ଟଙ୍କା ନେଇ ଦୌଡ଼ି ପଳାଇ ଯାଉଥିବାବେଳେ ଲିମରାଜ ପ୍ରଧାନଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଲା ଭିଜିଲାନ୍ସ ଟିମ୍।

 

 

 

Leave A Reply

Your email address will not be published.