ଅପରାଧଓଡ଼ିଶାଜିଲ୍ଲା ଭିଜିଲାନ୍ସ ଜାଲରେ ମହିଳା ଯନ୍ତ୍ରୀ By SATYA SANDHANA DESK Last updated Jul 13, 2022 0 58 Share ବେଗୁନିଆ , ୧୩/୭(ଏସଏସନିଉଜ)୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ମହିଳା ଯନ୍ତ୍ରୀ ।ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଘମିତ୍ରା ସାହୁ ଧରାପଡ଼ିଲେ ।ବିଲ୍ ପାସ୍ ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । 0 58 Share FacebookTwitterGoogle+ReddItWhatsAppPinterestEmail