ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଅଧିକାରୀ

0 291

ସମ୍ବଲପୁର,୧୩/୫(ଏସଏସନିଉଜ) ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ସମ୍ବଲପୁର ଭିଜିଲାନ୍ସ ଡିଭିଜିନର ଇନସପେକ୍ଟର ମାନସୀ ଜେନା ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଜଣେ ସରକାରୀ ଅଧିକାରୀଙ୍କ କେସ୍ ବନ୍ଦ କରିବା ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଛନ୍ତି। ଆଜି ପୂର୍ବ ପ୍ରସ୍ତୁତି ଅନୁସାରେ ବରଗଡ଼ ଜିଲ୍ଲା ମୁକେଶ ସାହୁ ନାଁରେ ଜଣେ ବ୍ୟକ୍ତିଙ୍କ ମାଧ୍ୟମରେ ଶ୍ରୀମତୀ ଜେନା ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିଲା ବେଳେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଭାବେ ଚଢ଼ଉ କରିଥିଲେ।

 

Leave A Reply

Your email address will not be published.