କୋଭିଡ଼ ନିୟମ ମାନିବାକୁ ସରକାର ପରାମର୍ଶ

ଭୁବନେଶ୍ୱର,୨୩।୧୨(ଏସଏସ ନିଉଜ)କୋଭିଡ଼ ନିୟମ ମାନିବାକୁ ରାଜ୍ୟବାସୀଙ୍କୁ ସରକାର ପରାମର୍ଶ ଦେଇଛନ୍ତି।ମାସ୍କ ପିନ୍ଧିବା, ନିୟମିତ ହାତ ଧୋଇବାକୁ ପରାମର୍ଶ ଦେଇଛନ୍ତି।କିଛି ଲକ୍ଷଣ ଦେଖିଲେ ନିଜକୁ ନିଜେ ଆଇସୋଲେସନ ପାଇଁ ପରାମର୍ଶ ଦିଆଯାଇଥିବା ସହ ସର୍ବସାଧାରଣ ସ୍ଥାନରେ ଛେପ ନପକାଇବାକୁ ମଧ୍ୟ ପରାମର୍ଶ ଜାରି ହୋଇଛି।

- Advertisement -

Leave A Reply

Your email address will not be published.