ସମବାୟସମିତିରେ ସ୍ୱାଧୀନତାଦିବସ ପାଳନ

0 302

ମେଣ୍ଢାଶାଳ,୧୫।୮(ଏସଏସ ନିଉଜ)ମେଣ୍ଢାଶାଳ ସେବା ସମବାୟ ସମିତିରେ ସ୍ୱାଧୀନତା ଦିବସ ପାଳନ ହୋଇଯାଇଛି l ଏଥିରେ ମେଣ୍ଢାଶାଲ ସେବା ସମବାୟ ସମିତିର ସଭାପତି ମହେନ୍ଦ୍ର କୁମାର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ
ମେଣ୍ଢାଶାଳ ଶାଖା ପରିଚାଳକ ବିକାଶ କୁମାର. ସୁପରଭlଇଜର ସନ୍ତୋଷ ମଙ୍ଗରାଜ.ପରିଚାଳନା ନିର୍ଦେଶକ ରାଜ ଖାନ. ନିମାଇଁ ଚରଣ ବିଶ୍ୱାଳ. କାଳୁ ଦାସ. ସରୋଜ ପାତ୍ର. ଗୁରୁପ୍ରସାଦ ସାମନ୍ତରାୟ ଏବଂ ଗ୍ରାମର ବୟୋଜ୍ୟେଷ୍ଠ ବ୍ୟକ୍ତି ସୁରେନ୍ଦ୍ର ସାମନ୍ତରାୟ .ପ୍ରଫୁଲ ଶ୍ରୀଚନ୍ଦନ. ବିଜୟ ବଡ଼ଜେନା. ସର୍ବେଶ୍ୱର ସାମନ୍ତରାୟ. ଜୟ ନାରାୟଣ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ lସର୍ବଶେଷରେ ସମ୍ପାଦକ ହିମାଂଶୁ ଶେଖର ସାମନ୍ତରାୟ ଧନ୍ୟବାଦ ଜ୍ଞାପନ କରିଥିଲେ।(ପଦ୍ମଚରଣ ବଡ଼଼ଜେନାଙ୍କ ରିପୋର୍ଟ)

 

Leave A Reply

Your email address will not be published.